ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନଙ୍କ ବିଦେଶ ଗସ୍ତର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନ ଏବଂ ଆଇପିଏସ୍ ଅଧିକାରୀ ରବିକାନ୍ତଙ୍କ ୨୦୨୨-୨୩ ଏବଂ ୨୦୨୩-୨୪ରେ ବିଦେଶ ଗସ୍ତର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସାଧାରଣ ପ୍ରଶାସନ ଏବଂ ସାଧାରଣ…
Read More...
Read More...