‘ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମୁକ୍ତ’ କରିବାକୁ ବାଲୁକାକୃତି ଜରୀଆରେ ବାର୍ତ୍ତା
ପୁରୀ / ସଞ୍ଜୟ ମହାପାତ୍ର : ଆନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ଅବସରରେ ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଗଢିଛନ୍ତି ଏକ ଆକର୍ଷଣୀୟ ବାଲୁକାକୃତି। ବିସ୍ତିର୍ଣ୍ଣ ବେଳାଭୂମିକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ସହ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମୁକ୍ତ କରିବାକୁ…
Read More...
Read More...