ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ
ଗଜପତି:- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ଓଡ଼ିଆ ବିଭାଗ…
Read More...
Read More...