ଜିଲ୍ଲାସ୍ତରୀୟ ଜଙ୍ଗଲ ଅଧିକାର ଆଇନ ୨୦୦୬ କର୍ମଶାଳା ଅନୁଷ୍ଠିତ
ସମନ୍ୱିତ ଆଦିବାସୀ ବିକାଶ ସଂସ୍ଥା (ITDA), ପାରଳାଖେମୁଣ୍ଡି, ଭୁବନେଶ୍ୱରର ବସୁନ୍ଧରାର ମିଳିତ ଆନୁକୂଲ୍ୟରେ ଆଜି ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷରେ ଜଙ୍ଗଲ ଅଧିକାର ଆଇନ (FRA), ୨୦୦୬ କାର୍ଯ୍ୟାନ୍ୱୟନ ଉପରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜନ କରାଯାଇଛି ।…
Read More...
Read More...