Browsing Tag

gajapati

ଗଜପତି ବ୍ଳଡ଼ ଡୋନର ପକ୍ଷରୁ ରକ୍ତଦାନ କରିବା ନେଇ ସଚେତନତା ବାଇକ ରାଲି

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି  ରାଜଦାଣ୍ଡ  ଠାରେ ଗଜପତି ବ୍ଲଡ ଡୋନର ପକ୍ଷରୁ ରକ୍ତ ଦାନ କରିବା ସକାଶେ ଏକ ସଚେତନତା ବାଇକ ରାଲି  ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ  ମାନ୍ୟବର ପାରଳ। ବିଧାୟକ ଇଂ  ରୂପଶେ ପାଣିଗ୍ରାହୀ ଓ  ଅତିରିକ୍ତ ଜିଲ୍ଲାପାଳ…
Read More...

ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ 2025 ପାଳିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରୁ ଏକ ରାଲି ବାହାରି ବିଜୁ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲା ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହାନାଙ୍ଗା ସବୁଜ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ।ପରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ…
Read More...

ଓଟିଟି ପ୍ଲାଟଫର୍ମରେ ପ୍ରସାରିତ କାର୍ଯ୍ୟକ୍ରମ ଉପରେ କଟକଣା ପାଇଁ ଦାବି

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ୧୭ ତମ ରାଷ୍ଟ୍ରୀୟ ଅଧିବେଶନ ମଧ୍ୟପ୍ରଦେଶର ରେବାଠାରେ ନଭେମ୍ବର ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହୋଇଥିଲା। ଅଧିବେଶନର ଶୀର୍ଷକ ଥିଲା "ଆତ୍ମବୋଧ ସେ ବିଶ୍ଵବୋଧ"। ଏହି ସମ୍ମିଳନୀରେ ଓ ଟି ଟି ପ୍ଲାଟଫର୍ମରେ  ପ୍ରସାରିତ କାର୍ଯ୍ୟକ୍ରମ  ଉପରେ କଟକଣା ସହିତ  ଆଇନ…
Read More...

ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ- 2026 ଜିଲ୍ଲାସ୍ତରୀୟ ଯୁଵୋତ୍ସବ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ- 2026 ର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା…
Read More...

ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନମେଳା ଉଦଘାଟିତ

ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ସ୍ଥିତ ସରକାରୀ ଶ୍ରୀ ଭେଙ୍କେଟେଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ  ଓ ବିଜ୍ଞାନମେଳା ଉଦଘାଟିତ ହୋଇଯାଇଛି। ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ଯୋଗ ଦେଇ ରିବନ କାଟି ଓ ପ୍ରଦୀପ ପ୍ରଜ୍ବଳନ କରି…
Read More...

ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ 2025- 2026

ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ 2025 -2026 ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହନାଙ୍ଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ଡିସେମ୍ବର ମାସ ୩୦…
Read More...

ତ୍ରୟୋଦଶ ତମ ସାଧାରଣ ବୈଠକ ଅନୁଷ୍ଠିତ

ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ପଞ୍ଚାୟତ ସମିତି ସଭା ଗୃହ ଠାରେ ତ୍ରୟୋଦଶ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୋଶାଣୀ ବ୍ଳକ ଅଧ୍ୟକ୍ଷ ବୀର ରାଜୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଗୋଶାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସହକାରୀ…
Read More...

ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2025  ଅନୁଷ୍ଠିତ

ଗଜପତି ଜିଲ୍ଲା  ଗୋଶାଣୀ ବ୍ଲକର ମିଶନ ଶକ୍ତି କାଫେ ସମ୍ମୁଖ ପଡ଼ିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା 2025 ଅନୁଷ୍ଠିତ ହୋଇଯାଇଛି।ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରିବନ କାଟି…
Read More...

ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ

ପାରଳାଖେମୁଣ୍ଡି, ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ଏକ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ   ହୋଇଥିଲା। ଏହି ସମାବେଶରେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣଚନ୍ଦ୍ର ମହାପାତ୍ର ଅଧ୍ଯକ୍ଷତା…
Read More...

ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ଶିଶୁ ଦିବସ ପାଳିତ

ଗଜପତି ଜିଲ୍ଲାର ଅଗ୍ରଣୀ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ପାରଳାଖେମୁଣ୍ଡି  ନିକଟସ୍ଥ  ରାଣୀ ପେଣ୍ଠ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଶିଶୁ ଦିବସ ୨୦୨୫  ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଭାର ଆୟୋଜନ କରାଯିବା ସହିତ ଛୋଟ ଶିଶୁମାନଙ୍କର ନାଚ ପରିବେଷଣ କରାଯାଇଥିଲା। ଆଜିର…
Read More...