Browsing Tag

gajapati

ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରିରେ ଆରମ୍ଭ ହୋଇଛି ମହେନ୍ଦ୍ରମେଳା ଶ୍ରଦ୍ଧାଳୁଙ୍କ ସହ ବିଧାୟକ ଯୋଗଦାନ

ପବିତ୍ର ପୁରୁଷୋତ୍ତମ ମାସ ଅବସରରେ ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରିରେ ଆରମ୍ଭ ହୋଇଛି ମହେନ୍ଦ୍ର ମେଳା। ଶ୍ରଦ୍ଧାଳୁଙ୍କ ସମାଗମ, ବେଦ ମନ୍ତ୍ରୋଚ୍ଚାରଣ, ଶଙ୍ଖଧ୍ୱନି ଓ ହରିନାମ ସଂକୀର୍ତ୍ତନରେ ମହେନ୍ଦ୍ରଗିରି ଭକ୍ତିମୟ ପରିବେଶରେ ପାଲଟିଯାଇଛି ମେଳାର ଶୁଭାରମ୍ଭ ଅବସରରେ     ମହିଳାମାନେ…
Read More...

କଠିନ ବର୍ଜ୍ୟବସ୍ତୁ ପରିଚାଳନାକୁ ନେଇ ଆଇନ ସଚେତନତା କାର୍ଯ୍ୟକ୍ରମ

ଆଜି ଉପାନ୍ତ ଜିଲ୍ଲା ଗଜପତିର ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ପୌର ପରିଷଦର ସଭାଗୃହରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ବିମଳ ରାଉଳଙ୍କ…
Read More...

ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ପାଳିତ

ଓଡିଆ ପକ୍ଷ ପାଳନର ଚତୁର୍ଦ୍ଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଓଡିଆ ନବବର୍ଷ ଓ  ପଣା ସଂକ୍ରାନ୍ତି ମହା ଆଡମ୍ବରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଭାବରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ…
Read More...

ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ବନ୍ଧୁ ମିଳନ ଓ କବିତା ପାଠ ଉତ୍ସବ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭଣ୍ଡାରୀ ସାହିରେ ଥିବା ଉତ୍କଳହିତୈଷିଣୀ ସଭାଗୃହ ଠାରେ ଆକାଂକ୍ଷା ମହିଳା ସଂଘଠନ ପକ୍ଷରୁ  ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଉପଲକ୍ଷେ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାରତ…
Read More...

ପାରଳାଖେମୁଣ୍ଡିରେ ପବିତ୍ର ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଓ ପୁରପଲ୍ଲୀରେ ପବିତ୍ର ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳିତ ହୋଇ ଯାଇଛି।ସହରର ବିଭିନ୍ନ ହନୁମାନ ମନ୍ଦିର ଓ ସାହି ଛକ ନିକଟରେ ଥିବା ହନୁମାନ ମୂର୍ତ୍ତିରେ ପୂଜାର୍ଚ୍ଚନା କରିବା ସହ ହୋମ, ଘୃତଯଜ୍ଞ,ଅନ୍ନ ଯଜ୍ଞ ପ୍ରଭୃତି କାର୍ଯ୍ୟକ୍ରମ…
Read More...

ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ଓଡ଼ିଶା ପକ୍ଷ ପାଳନ ତ୍ରୟଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ପାରଳାଖେମୁଣ୍ଡି ଦ୍ଵାରା ଆୟୋଜିତ  ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ…
Read More...

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ଆଜି ଜିଲ୍ଲା ପ୍ରଶାସନ, ଗଜପତି ଏବଂ ଭାରତୀୟ ରେଡ୍‌କ୍ରସ ସମିତି,ଜିଲ୍ଲା ଶାଖାର ମିଳିତ ଆନୁକୂଲ୍ୟରେ  ଓଡ଼ିଆ ପକ୍ଷ ପାଳନ ଅବସରରେ  ଜିଲ୍ଲା ସ୍ତରୀୟ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ  ରକ୍ତ ଭଣ୍ଡାର ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ…
Read More...

ଗଜପତି ଜିଲ୍ଲା ସ୍ତରୀୟ ୯୧ତମ ପୋଲିସ ପ୍ରତିଷ୍ଠା ଦିବସ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ବେତାଗୁଡା ରିଜର୍ଭ ପୋଲିସ ପଡିଆ ଠାରେ ଗଜପତି ଜିଲ୍ଲା ସ୍ତରୀୟ ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି । ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁନୀଲ କାନ୍ତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଥମେ ସ୍ଵତନ୍ତ୍ର…
Read More...

ଜିଲ୍ଲାସ୍ତରୀୟ ୯୧ ତମ ଓଡିଶା ଦିବସ ମହାସମାରୋହରେ ପାଳିତ

ଗଜପତି ଜିଲ୍ଲା ସ୍ତରୀୟ ୯୧ତମ ଓଡିଶା ଦିବସ ମହାସମାରୋହରେ  ପାଳିତ ହୋଇଯାଇଛି । ପ୍ରାତଃ ୪.୩୦ ମି ପ୍ରଭାତଫେରି, ସକାଳ ୬ ଘଟିକା ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତି ସୌଧରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ସହରରେ ଥିବା ସମସ୍ତ ବରପୁତ୍ରମାନକୁ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା ପରେ…
Read More...

ବିଶିଷ୍ଟ ସାମ୍ବାଦିକ ସ୍ବର୍ଗତ ନବୀନାନନ୍ଦ ଗନ୍ତାୟତଙ୍କ ଜୟନ୍ତୀ ଓ ସ୍ମୃତିଚାରଣ ସଭା

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଉତ୍କଳ ସାମ୍ବାଦିକ ସଂଘ, ଗଜପତି ଶାଖା ପକ୍ଷରୁ ବିଶିଷ୍ଟ ସାମ୍ବାଦିକ ସ୍ବର୍ଗତ ନବୀନାନନ୍ଦ ଗନ୍ତାୟତଙ୍କ  ଜୟନ୍ତୀ ଓ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ…
Read More...