Browsing Tag

gajapati

ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2025  ଅନୁଷ୍ଠିତ

ଗଜପତି ଜିଲ୍ଲା  ଗୋଶାଣୀ ବ୍ଲକର ମିଶନ ଶକ୍ତି କାଫେ ସମ୍ମୁଖ ପଡ଼ିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା 2025 ଅନୁଷ୍ଠିତ ହୋଇଯାଇଛି।ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରିବନ କାଟି…
Read More...

ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ

ପାରଳାଖେମୁଣ୍ଡି, ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ଏକ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ   ହୋଇଥିଲା। ଏହି ସମାବେଶରେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣଚନ୍ଦ୍ର ମହାପାତ୍ର ଅଧ୍ଯକ୍ଷତା…
Read More...

ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ଶିଶୁ ଦିବସ ପାଳିତ

ଗଜପତି ଜିଲ୍ଲାର ଅଗ୍ରଣୀ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ପାରଳାଖେମୁଣ୍ଡି  ନିକଟସ୍ଥ  ରାଣୀ ପେଣ୍ଠ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଶିଶୁ ଦିବସ ୨୦୨୫  ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଭାର ଆୟୋଜନ କରାଯିବା ସହିତ ଛୋଟ ଶିଶୁମାନଙ୍କର ନାଚ ପରିବେଷଣ କରାଯାଇଥିଲା। ଆଜିର…
Read More...

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ

ଗଜପତି:- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ ହୋଇ ଯାଇଛି। ଏହି  କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ଓଡ଼ିଆ ବିଭାଗ…
Read More...

ପବିତ୍ର ରଥଯାତ୍ରା ଅବସରରେ ଶ୍ରୀଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ର ପକ୍ଷରୁ ନୃତ୍ୟସେବା ପରିବେଷଣ

ଗଜପତି-: ମାହାରୀ ଓଡ଼ିଶାର ଏକ ପାରମ୍ପାରିକ ନୃତ୍ୟ। ମାହାରୀ ଓ ଓଡ଼ିଶୀ ନୃତ୍ୟହେଉଛି ଉତ୍କଳୀୟ ସଂସ୍କୃତିର ଏକ ପ୍ରମୁଖ ଅଙ୍ଗ। ପୂର୍ବେ ଦେବଦାସୀମାନଙ୍କଦ୍ୱାରା ପୁରୀ ଜଗନ୍ନାଥ ମନ୍ଦିରରେ ମାହାରୀ ନୃତ୍ୟ ପ୍ରଦର୍ଶନ କରାଯାଉଥିଲା। ଦେବଦାସୀ ମାନଙ୍କ ଦ୍ୱାରା ପୁରୀ ଜଗନ୍ନାଥ ମନ୍ଦିରରେ ମାହାରୀ…
Read More...

ଜିଲ୍ଲା ସ୍ତରୀୟ ବିକଶିତ ଓଡିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଅନୁଷ୍ଠିତ

ଗଜପତି ଜିଲ୍ଲା ବିକାଶ ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଜିଲ୍ଲାର ସଦରମହକୁମା ସ୍ତିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଅନୁଷ୍ଠିତ ହୋଇଯାଇଛି l ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପରାମର୍ଶ କର୍ମଶାଳାରେ ଜିଲ୍ଲା ପ୍ରଭାରୀ,ରାଜ୍ୟ ସରକାରଙ୍କ ଆଇନ…
Read More...

ପରକୀୟା ପ୍ରୀତି ପାଇଁ ଉଜୁଡ଼ି ଗଲା ପରିବାର

ଗଜପତି-: ପରକୀୟା ପ୍ରୀତି ପାଇଁ ଖିନଭିନ ହୋଇ ଉଜୁଡ଼ି ଗଲା ପରିବାର । ସ୍ତ୍ରୀ ରକ୍ତରେ ହୋଲି ଖେଳିଲା ସ୍ୱାମୀ । ସ୍ତ୍ରୀକୁ ମାରିବା ଆଗରୁ ଭିଡ଼ିଓରେ ଖୋଲି କହିଲା ସବୁ ସତ । କହିଲା ସେ ପରପୁରୁଷ ସହିତ ସମ୍ପର୍କ ରଖିଲା ମୁଁ ତାକୁ ମାରିଦେଲି । ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଗଜପତି ଜିଲ୍ଲା…
Read More...

ଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ଏକ ଆଲୋଚନାଚକ୍ର ଅନୁଷ୍ଠିତ

ଗଜପତି-: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସୀମାଦ୍ରୀ ଆପନା ଫଙ୍କନ୍ସନ ହଲ ପରିସରରେ  ଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ସିନିୟର…
Read More...

ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଅଦମ୍ୟ…

ଗଜପତି-: ଗଜପତି ଜିଲ୍ଲା କାଶୀନଗର ବ୍ଲକର ଇଣ୍ଡୋର ଷ୍ଟାଡିୟମ ସମ୍ମୁଖରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ବ୍ରୋଞ୍ଜରେ ନିର୍ମିତ ପ୍ରତିମୂର୍ତ୍ତିର ଶୁଭ ଉଦଘାଟନ କରିଛନ୍ତି ମାନ୍ୟବର ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ଏବଂ ମାନ୍ୟବର ପାରଳା ବିଧାୟକ…
Read More...

ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବ 2025 ଓ ସାଧାରଣ ପରିଷଦ ବୈଠକ

ଗଜପତି (ବିବେକାନନ୍ଦ ବେହେରା );-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ 2025  ଓ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଅମୂଲ୍ୟ କୁମାର ପାଣିଗ୍ରାହୀ ଅତିଥି…
Read More...