Browsing Tag

gajapati

ଗଜପତିରେ ମହାବଳ : କ୍ୟାମେରା ଟ୍ରପରୁ ସ୍ପଷ୍ଠ ହେଲା ଚିତ୍ର

ଗଜପତି (ବିବେକାନନ୍ଦ ବେହେରା) : ଗଣ୍ଡାହାତୀ ନିକଟସ୍ଥ ସନ୍ତୋଷପୁର ଗ୍ରାମ ନିକଟରେ  ଏକ ବନ୍ୟଜନ୍ତୁ ଘୋଷାରି ନେଇ ମାରି ଖାଇଥିବାର ଦେଖାଯାଇଥିଲା । ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମହେନ୍ଦ୍ର ଵନାଞ୍ଚଳର ବନକର୍ମଚାରୀ ଏବଂ ପାରଳାଖେମୁଣ୍ଡି ଵନଖଣ୍ଡର  ACF ଅଶୋକ କୁମାର ଵେହେରା ଘଟଣା ସ୍ଥଳରେ…
Read More...

ଗଜପତିରେ ‘ଲକ୍ଷ୍ମୀ’ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ରାଜ୍ୟର ବିକାଶରେ ସହଯୋଗ କରିବ ‘ଲକ୍ଷ୍ମୀ’ । ଆଜି ଗଜପତି ଜିଲ୍ଲାର ୭ ବ୍ଲକରେ ଆରମ୍ଭ ହେଲା ‘ଲକ୍ଷ୍ମୀ’ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ଟି ବ୍ଲକରେ ସେବା ଯୋଗାଇବ ବସ୍ । ପ୍ରଥମ ପର୍ଯ୍ୟାୟରେ ମୋଟ…
Read More...

ଜଲାଙ୍ଗ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମଣ୍ଡି/ ବିବେକାନନ୍ଦ  ବେହେରା :   ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଜଲାଙ୍ଗ ଗ୍ରାମ ପଞ୍ଚାୟତ  ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି…
Read More...

ଏସ୍ କେ.ସି.ଜି ସ୍ବୟଂ ଶାସିତ ମହାବିଦ୍ୟାଳୟରେ ମେଗା ରକ୍ତଦାନ ଶିବିର

ଗଜପତି: ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗାମୀ ସମୟରେ  ୧୨୫ ବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି । ମହାବିଦ୍ୟାଳୟର ରେଡ଼କ୍ରସ ଶାଖା ପକ୍ଷରୁ  ମେଗା ରକ୍ତଦାନ ଶିବିରରେ ୧୨୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ୧୨୫ତମ ସ୍ବନକ୍ଷତ୍ର ଦିବସ ମହାବିଦ୍ୟାଳୟ ପାଳନ କରିବାକୁ…
Read More...

ଗଜପତି ଜିଲ୍ଲାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

 ଗଜପତି /ବିବେକାନନ୍ଦ ବେହେରା:  ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତଥା ଜୋନ ନୋମ୍ବର -୦୩ ଗାଇବା ଠାରେ  ବିଜୁ ଜନତା ଦଳର  ଜନ ସମ୍ପର୍କ  ପଦଯାତ୍ରା  ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ   ବିଜେଡ଼ି  ଯୁବନେତା ଈଂ . ରୂପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ  ଜଗବନ୍ଧୁ…
Read More...

ସାଇବର ଅପରାଧ ରୋକିବା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚା ବାଡ଼ି ପଡିଆ ଠାରେ ସାଇବର ଅପରାଧ ରୋକିବା ସକାଶେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏହି ସଚେତନତା କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି…
Read More...

ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ଗଜପତି / ବିବେକାନନ୍ଦ ବେହେରା: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜେଡିର ଜନ ସମ୍ପର୍କ ପଦଯାତ୍ରା ବିଜେଡି ଜିଲ୍ଲା ସଭାପତି ଜଗବନ୍ଧୁ ଦାସଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି।ହାଇ ସ୍କୁଲ ଛକ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ …
Read More...

ପାରଳାଖେମୁଣ୍ଡି ଜିଲ୍ଲା କୋର୍ଟ ପରିସରରେ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ଗଜପତି / ବିବେକାନନ୍ଦ ବେହେରା: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ପରିସରରେ ଦିନିକିଆ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା କୋର୍ଟ ଓ ଗେମେଶ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏହି ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏହି…
Read More...

ସାଇବର ଅପରାଧ ରୋକିବା ପାଇଁ ସଚେତନତା କର୍ମଶାଳା ଅନୁଷ୍ଠିତ

ଗଜପତି / ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ବେତାଗୁଡା ନିକଟସ୍ଥ ରିଜର୍ଭ ପୋଲିସ କାର୍ଯ୍ୟାଳୟ ପରିସରରେ ଏକ ସାଇବର ଅପରାଧ ରୋକିବା ପାଇଁ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି ସଚେତନତା କର୍ମଶାଳା ରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ,…
Read More...

୯ତମ ଗଜପତି ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ଖୋ-ଖୋ,କବାଡି, ଦୌଡକୁଦ, ଯୋଗାସନ ଓ ସତରଞ୍ଜ ପ୍ରତିଯୋଗିତା ଅନୁଷ୍ଠିତ।

ଗଜପତି/ ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ଖୋ-ଖୋ,କବାଡି, ଦୌଡକୁଦ, ଯୋଗାସନ ଓ ସତରଞ୍ଜ ପ୍ରତିଯୋଗିତା ୨୦୨୩-୨୪ ଜିଲ୍ଲା ଶିକ୍ଷାଧିକରୀ ଶ୍ରୀଯୁକ୍ତ ପ୍ରଦୋଷ କୁମାର ନାୟକଙ୍କ ପୌରହିତ୍ୟ ରେ ସ୍ଥାନୀୟ ବିଦ୍ୟାନିକେତନ ପାଞ୍ଚମାଇଲ ଖେଳ ପଡିଆରେ ଅନୁଷ୍ଠିତ ହୋଯାଇଅଛି। ଉକ୍ତ…
Read More...