Browsing Tag

Ganjam

ରାଜ୍ୟରେ ଏଡସ୍‌ ଆକ୍ରାନ୍ତଙ୍କ ସଂଖ୍ୟାରେ ଏକ ନମ୍ବର ଗଞ୍ଜାମ

ଆଜି ବିଶ୍ୱ ଏଡସ୍‌ ଦିବସ । ଚିନ୍ତା ବଢ଼ାଉଛନ୍ତି ୩ ଜିଲ୍ଲା । ରାଜ୍ୟରେ ଏଡସ୍‌ ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ ଗଞ୍ଜାମ ଜିଲ୍ଲା । ଜିଲ୍ଲାର ପ୍ରାୟ ସମସ୍ତ ବ୍ଳକ ଏଡସ୍‌ ଭଳି ମାରାତ୍ମକ ରୋଗ ଦ୍ୱାରା କବଳିତ । ଚଳିତବର୍ଷ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୩୬୨ ଜଣ ସଂକ୍ରମିତ । ସଂକ୍ରମିତଙ୍କ…
Read More...

ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ

ଗଞ୍ଜାମ:- ଭିଜିଲାନ୍ସ ଜାଲରେ କାର୍ଯ୍ୟ ନିର୍ବାହୀ ଅଧିକାରୀ । ଏରିୟର କରାଇ ଦେବାକୁ ଲାଞ୍ଚ  ନେଉଥିବା ବେଳେ ଧରାପଡିଗଲେ ଭିଜିଲାନ୍ସ ହାତରେ । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ମୁତାବକ…
Read More...

କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତି

ଛତ୍ରପୁର:- କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଥାନାଧିକାରୀ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି । ଚମାଖଣ୍ଡି ଆଇଆଇସି ସବ୍ୟସାଚୀ ମଲ୍ଲଙ୍କୁ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ…
Read More...

ଦିଗପହଣ୍ଡି ଝାଡାବାନ୍ତି, ଆଉ ୮ ଜଣ ଆକ୍ରାନ୍ତ ଚିହ୍ନଟ

ଦିଗପହଣ୍ଡି: ଝାଡ଼ାବାନ୍ତିରେ ଆଉ ୮ ଜଣ ଆକ୍ରାନ୍ତ ଚିହ୍ନଟ । ସାନଖେମୁଣ୍ଡି ପରେ ପାତ୍ରପୁରରେ ଏବେ ଆଉ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ସେପଟେ ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି…
Read More...

ଦିଗପହଣ୍ଡି ଝାଡ଼ାବାନ୍ତି, ଗଲା ଆଉ ଜଣଙ୍କ ଜୀବନ

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ସହଦେବ ଟିକରପଡ଼ା ଗ୍ରାମ ପଞ୍ଚାୟତର ଉସ୍ତପଲ୍ଲୀ ଗାଁରେ ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦିଗପହଣ୍ଡି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ଗାଁର ଆଉ ୧୦ ଆକ୍ରାନ୍ତ…
Read More...

ରାଜ୍ୟରେ ବଢୁଛି ନାରୀ ନିର୍ଯ୍ୟାତନା, ରାଜରାସ୍ତାରେ ଗର୍ଜିଲା ଏଆଇଡିଏସଓ

ଗଞ୍ଜାମ: ଦିନକୁ ଦିନ ରାଜ୍ୟରେ ବଢୁଛି ନାରୀ ମାନଙ୍କ ପ୍ରତି ନିର୍ଯ୍ୟାତନା  । ନିକଟରେ ଗୋପାଳପୁର ଗଣଦୁଷ୍କର୍ମ ମାମଲା ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଥିବା ବେଳେ ରାଜ୍ୟବ୍ୟାପି ଚାଲିଛି ବିକ୍ଷୋଭ ପ୍ରଦର୍ଶନ  । ତେବେ ଗୋପାଳପୁର ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ରୀ, ଶିଶୁ,…
Read More...

ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍‌ବ୍ରାଞ୍ଚକୁ…

ଗୋପାଳପୁର-: ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍‌ବ୍ରାଞ୍ଚକୁ ଦିଆଯାଇଛି । ଶୀଘ୍ର ତଦନ୍ତ କରିବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
Read More...

ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ରକ୍ତାକ୍ତ

ଗଞ୍ଜାମ-: ଗଞ୍ଜାମ ଜିଲା ବାସୁଦେବପୁର ପଞ୍ଚାୟତ ପଡିଆପୁରୁଷୋତ୍ତମପୁର ଗ୍ରାମର ପ୍ରିୟତ ମାଧରଙ୍କୁ ତାଙ୍କ ସ୍ବାମୀ ବଇଁଶୀଧର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସ୍ବାମୀଙ୍କ ମାଡ଼ରେ ପ୍ରିୟତମାଙ୍କ ନାକ ହାଡ଼ ଭାଙ୍ଗି ଯାଇଛି। ଏ ନେଇ ଏତଲା ହେବାପରେ ଥାନା ମାମଲା ନଂ.୧୬୯/୨୫ ଅନୁଯାୟୀ…
Read More...

ଆମେ ଯୁଦ୍ଧ ନୁହେଁ, ବୁଦ୍ଧ ଚାହୁଁ; ଆମେ ଜିହାଦ ନୁହେଁ, ଜଗନ୍ନାଥ ଚାହୁଁ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା' ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ ଏହି ଅଂଚଳର ଭିତ୍ତଭୂମି ବିକାଶ…
Read More...

ସ୍ପେଶାଲ୍ ଡ୍ରାଇଭରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା

ଗଞ୍ଜାମ-: ଗଞ୍ଜାମ ପୋଲିସ ଜିଲ୍ଲାକୁ ମିଳିଲା ବଡ଼ ସଫଳତା l ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଅପରାଧୀମାନେ ସକ୍ରିୟ ହୋଇ ବିଭିନ୍ନ ଅପରାଧିକ କାଣ୍ଡ ଘଟାଉଥିବା ବେଳେ ଗଞ୍ଜାମ ପୋଲିସ ଏକ ସ୍ୱତନ୍ତ୍ର ଡ୍ରାଇଭ କରି ସେମାନଙ୍କ ଉପରେ ଚଢ଼ାଉ କରି ସେମାନଙ୍କ ଠାରୁ ବିଭିନ୍ନ ମରଣାସ୍ତ୍ର ଜବତ…
Read More...