ପୁଣି ଓଲଟିଲା ଯାତ୍ରୀବାହୀ ବସ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ପୁଣି ଓଲଟି ପଡିଲା ଯାତ୍ରୀବାହୀ ବସ । ଏହି ଦୁର୍ଘଟଣାରେ 10ରୁ ଅଧିକ ଆହତ ହୋଇଥିବାର ସୂଚନା ମିଳିଛି । ଦୁର୍ଘଟଣାର ଶିକାର ହୋଇଥିବା ବସଟି ମହାଲକ୍ଷ୍ମୀ ବୋଲି ଜଣାପଡିଥିବା ବେଳେ ତପ୍ତପାଣି ଘାଟିର ପାଳୁଖୋଳା ନିକଟରେ ହୋଇଛି…
Read More...
Read More...