Browsing Tag

Gidipabali mishap

ଗିଡ଼ିପାବାଲି ଦୁର୍ଘଟଣା ପରେ, ଭୂସ୍ଖଳନ ପ୍ରବଣ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଯୋଜନା

ଭୁବନେଶ୍ୱର: ଗିଡିପାବାଲି ଗ୍ରାମରେ ଘଟିଥିବା ଭୟଙ୍କର ଭୂସ୍ଖଳନ ଘଟଣାରେ ଅନ୍ତତଃ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ନିଖୋଜ ହୋଇଯାଇଛନ୍ତି। ଏହି ପରିପ୍ରେକ୍ଷୀରେ, ରାଜ୍ୟରେ ବିପଦପୂର୍ଣ୍ଣ ପାହାଡ଼ ଉପରେ କିମ୍ବା ପାହାଡ଼ ତଳେ ବାସ କରୁଥିବା ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରି…
Read More...