ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି
ଗୋପ(ଜୟନ୍ତ କୁମାର ସେଠୀ): ଶ୍ରୀମନ୍ଦିରରେ ଆଜି ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ ନୀତି ଓ ବାମନ ଜନ୍ମ ନୀତି ଅନୁଷ୍ଠିତ ହୋଇଛି । ଏହି ଅବସରରେ ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ବଢିବ । ମହାପ୍ରଭୁଙ୍କର ନୂଆ ଲୁଗା ଲାଗି ହେବା ପରେ ଶ୍ରୀଅଙ୍ଗରେ ଚନ୍ଦନ ଲାଗି ବଢିବ । ପୁଣି…
Read More...
Read More...