ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ଗୋପ(ଜୟନ୍ତ କୁମାର ସେଠୀ): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ କରିଥାନ୍ତି । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ…
Read More...
Read More...