ଆଜି ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତି , ମୂଖ୍ୟମନ୍ତ୍ରୀ ଦେଲେ ପୁଷ୍ପମାଲ୍ୟ
(ଆଦର୍ଶ ରାଉତ) :ଆଜି ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ସେ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀ ଥିଲେ । ସେ ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ…
Read More...
Read More...