Browsing Tag

gopal das

ଖୁବଶୀଘ୍ର ନବ ଦାସ ହତ୍ୟା ମାମଲାର ଫାଇନାଲ୍ ରିପୋର୍ଟ ଦାଖଲ ହେବ

ଭୁବନେଶ୍ବର-: ନବ ଦାସ ହତ୍ୟାକାଣ୍ଡ ଘଟଣାରେ ସମସ୍ତ ସାକ୍ଷୀଙ୍କୁ ଦ୍ବିତୀୟ ଥର ଜେରା କରିଛି କ୍ରାଇମ୍‌ବ୍ରାଞ୍ଚ। ଅଭିଯୁକ୍ତଙ୍କ କଲ୍ ଡିଟେଲ୍ ରେକର୍ଡ ଯାଞ୍ଚ କରାଯାଇଛି । ଯେଉଁମାନଙ୍କର ଏଥିରେ ନାଁ ବାହାରିଛି ସେମାନଙ୍କୁ ମଧ୍ୟ ପଚରାଉଚରା କରାଯାଉଛି । ପରିବାର ଲୋକେ ଯେଉଁ ଅଭିଯୋଗ…
Read More...

ନବଦାସ ହତ୍ୟାକାଣ୍ଡ ପୂର୍ବରୁ କଲ୍ ଡିଟେଲ୍ସ ଖୋଲିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର-: ବହୁ ଚର୍ଚ୍ଚି ନବଦାସ ହତ୍ୟାକାଣ୍ଡ ମାମଲା। ଗୋପାଳ ଦାସର ପୁରୁଣା କଲ୍ ଡିଟେଲ୍ସ ଖୋଲିଲା କ୍ରାଇମବ୍ରାଞ୍ଚ । ନବଦାସ ହତ୍ୟାକାଣ୍ଡ ପୂର୍ବରୁ କଲ୍ ଡିଟେଲ୍ସ ଖୋଲିଲା କ୍ରାଇମବ୍ରାଞ୍ଚ । ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଛି ସେମାନଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ ।…
Read More...

ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲା : ଅଭିଯୁକ୍ତ ଗୋପାଳ ଦାସ୍‌ର ଡିସଚାର୍ଜ ପିଟିସନ୍ ଖାରଜ

ଝାରସୁଗୁଡା: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲା | ଅଭିଯୁକ୍ତ ଗୋପାଳ ଦାସକୁ ଗୁରୁବାର ଚୌଦ୍ୱାର ଜେଲରୁ ଅଣାଯାଇ ଝାରସୁଗୁଡା ଏଡିଜେ କୋର୍ଟରେ କରାଯାଇଥିଲା ହାଜର। ଗୋପାଳ ପକ୍ଷରୁ ଦାଖଲ ହୋଇଥିବା ଡିସଚାର୍ଜ ପିଟିସନର ଆଜି ଶୁଣାଣି ହୋଇଥିବା ବେଳେ କୋର୍ଟ ଏହାକୁ ଖାରଜ କରିଥିଲେ।…
Read More...

ନବ ଦାସଙ୍କ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସଙ୍କୁ ନେଇ ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ କୁସୁମ ଟେଟେ

ଭୁବନେଶ୍ୱର : ନବ ଦାସଙ୍କ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସଙ୍କୁ ଚାକିରି କାଳରେ ମିଳିଛି ଥରେ ପଦୋନ୍ନତି ଓ ଅନେକ ପୁରସ୍କାର | ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା | ସୁନ୍ଦରଗଡ ବିଧାୟକ କୁସୁମ ଟେଟେ ଗୋପାଳ ଦାସଙ୍କୁ ନେଇ ଗୃହରେ ପ୍ରଶ୍ନ…
Read More...