Browsing Tag

gopalapur

ଗୋପାଳପୁର ସମୁଦ୍ରରେ ଡଙ୍ଗା ଓଲଟି ଜଣେ ମୃତ

ଗଞ୍ଜାମ / ରଜନୀକାନ୍ତ ପାତ୍ର : ମାଛ ଧରିବାକୁ ଯାଇଥିବା ବେଳେ ଚାଲିଗଲା ଜୀବନ। ବ୍ରହ୍ମପୁର ଗୋପାଳପୁରରେ ଏହି ଅଘଟଣ ଘଟିଛି। ଗୋପାଳପୁର ସମୁଦ୍ରରେ ଡଙ୍ଗା ଓଲଟି ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୨ ଜଣ ବର୍ତ୍ତି ଯାଇଛନ୍ତି। ମୃତ ଜଣକ ହେଲେ ବି.ବୈରାଗୀ ବୟସ ୬୩ ଜଣାପଡିଛି। ଆଜି ଭୋର୍ ପ୍ରାୟ…
Read More...