ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ଥିବା ଗାଇଡ଼ ଲାଇନ ଜାରିକଲେ ଜିଲ୍ଲା ପ୍ରଶାସନ
ଯାଜପୁର-: ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ଥିବା ବେଳେ ହଇଜା ସଂକ୍ରମଣ ପୁଣି ଚିନ୍ତା ବଢ଼ାଇଛି । ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଏହା ସହ ଜିଲ୍ଲାର ଚାରୋଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା…
Read More...
Read More...