ଗୁରମିତ ରାମ ରହିମଙ୍କୁ ଦୋଷମୁକ୍ତ କରିଛନ୍ତି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ
ପ୍ରମାଣ ଅଭାବରୁ ଛତ୍ରପତି ହତ୍ୟା ମାମଲାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି । ୨୦୦୨ ମସିହାର ବହୁ ଚର୍ଚ୍ଚିତ ସାମ୍ବାଦିକ ରାମ ଚନ୍ଦର ଛତ୍ରପତି ହତ୍ୟା ମାମଲାରେ ହାଇକୋର୍ଟ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…
Read More...
Read More...