Browsing Tag

health department

ଜଳ ବାହିତ ଝାଡ଼ାବାନ୍ତି ସଂକ୍ରମଣ ଏବେ ମଣିଷଙ୍କ ଠାରୁ ମଣିଷଙ୍କୁ ଡେଉଁଛି : ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର-: ଝାଡ଼ାବାନ୍ତି ଏବେ ସେକେଣ୍ଡ ଟ୍ରାନ୍ସମିସନ ଷ୍ଟେଜରେ ଅଛି । ଜଳ ବାହିତ ଏହି ଜୀବାଣୁ ଏବେ ମଣିଷଙ୍କଠାରୁ ମଣିଷଙ୍କୁ ଡେଉଁଛି । ଅର୍ଥାତ୍ ସଂକ୍ରମିତ ଅଞ୍ଚଳର ବ୍ୟକ୍ତି ଅନ୍ୟ ଅଞ୍ଚଳକୁ ଯିବା ଏବଂ ସେଠାରେ ଝାଡ଼ା କିମ୍ବା ବାନ୍ତି କଲେ ତାହା ପାଣି ସହ ମିଶି ସଂକ୍ରମଣ ବଢ଼ାଇଥାଏ ବୋଲି…
Read More...

ଭଣ୍ଡାରିପୋଖରୀ ପରେ ଧାମନଗର ଅଞ୍ଚଳରେ ବ୍ୟାପିଛି ଝାଡ଼ାବାନ୍ତି

ଭଦ୍ରକ-: ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି। ଧାମନଗର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ବ୍ୟାପିଛି ଝାଡ଼ାବାନ୍ତି । ଦୁଇ ଦିନରେ ୬୦ ଜଣ ଆକ୍ରାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି ହେଲଣି । ଏହାସହ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ନେଇ ଭଦ୍ରକ ଜିଲ୍ଲା ସ୍ୱାସ୍ଥ୍ୟ…
Read More...

ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗର ବ୍ୟାପକ…

ଭୁବନେଶ୍ୱର-: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ଵତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସଭା ଗୃହଠାରେ ଏକ…
Read More...

ରାଜ୍ୟରେ ଶବ ପରିବହନ ପାଇଁ ରହିବ କଲ୍ ସେଣ୍ଟର

ଭୁବନେଶ୍ୱର-: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ ରହିବ କଲ୍ ସେଣ୍ଟର । ୧୦୮ ଆମ୍ବୁଲାନ୍ସ ଭଳି ରହିବ ଟୋଲ ଫ୍ରି ନମ୍ବର । ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ରାଜ୍ୟ ସରକାର ସୁବିଧାରେ ଶବ ପରିବହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ…
Read More...

ଏଣିକି ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡ଼ିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର-: ଏଣିକି ଔଷଧ ଦୋକାନରେ ଦେଇ ହେବନି ଇଞ୍ଜେକ୍ସନ । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏହି ମର୍ମରେ ସବୁ ସିଡିଏମଓଙ୍କୁ ଚିଠି ଲେଖିଛି ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ । ଔଷଧ ଦୋକାନରେ ରୋଗୀ…
Read More...

ରାଜଧାନୀରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର:ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କମୁଥିବା ବେଳେ ରାଜଧାନୀରେ ବଢୁଛି ଡେଙ୍ଗୁ ରୋଗୀ ସଂଖ୍ୟା । ଜୁଲାଇରୁ ସେପ୍ଟେମ୍ବର ମାସରେ ଡେଙ୍ଗୁର ପ୍ରଭାବ ଅଧିକ ରହିଥାଏ ତେବେ ରାଜ୍ୟରେ ଜୁନ ୩୦ ତାରିଖ ସୁଦ୍ଧା ୧୦,୭୦୦ ଟେଷ୍ଟ ହୋଇଛି ସେଥିରୁ ୧୭୫ ଜଣ ଡେଙ୍ଗୁ ରୋଗୀ ଚି଼ହ୍ନଟ ହୋଇଛନ୍ତି…
Read More...

ଏଣିକି ରାଜ୍ୟର ପ୍ରତ୍ୟେକ ଡାକ୍ତରଖାନାରେ ଛୁଟି ଦିନ ଖୋଲାରହିବ ଓଟି

ଭୁବନେଶ୍ୱର : ଏଣିକି ରାଜ୍ୟର ପ୍ରତ୍ୟେକ ଡାକ୍ତରଖାନାରେ ମୁଖ୍ୟ ଅସ୍ତ୍ରପଚାର ଗୃହ ଦ୍ୱତୀୟ ଓ ଚତୁର୍ଥ ଶନିବାର ଦିନ ଖୋଲା ରହିବ | ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦେଶନାମାରେ ଦର୍ଶାଯାଇଛି | ମାସର ଦ୍ୱତୀୟ ଓ ଚତୁର୍ଥ ଶନିବାର ଛୁଟି ଦିନ ରହୁଥିବାରୁ…
Read More...

ଖାଲି ଥିବା ଡାକ୍ତର ପଦବି ପୁରଣ ପାଇଁ ପ୍ରକ୍ରିୟା ଆରମ୍ଭ କଲା ସ୍ୱାସ୍ଥ୍ୟ ବିଭାଗ

(ଗୋବିନ୍ଦ ଚନ୍ଦ୍ର ପଣ୍ଡା) :  ରାଜ୍ୟରେ ଖାଲିଥିବା ଡାକ୍ତର ପଦବି ପୁରଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା କାଲିଠାରୁ କାଉନସେଲିଂ ଆରମ୍ଭ ହେଉଛି । ଏହି କାଉନସେଲିଂ ମାଧ୍ୟମରେ ୧୧୩ଜଣ ବିଶେଷଜ୍ଞ ଏବଂ ୪୮୩ ଜଣ ଏମ୍.ବି.ବି.ଏସ୍ ଡାକ୍ତର , ମୋଟ ୫୯୬ ଜଣଙ୍କୁ ନିଯୁକ୍ତି ପ୍ରଦାନ…
Read More...