Browsing Tag

Health department visited kashipur

କାଶୀପୁର ଝାଡାବାନ୍ତି ଘଟଣାରେ ୭୨ ଘଣ୍ଟାରେ ରିପୋର୍ଟ ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାୟଗଡା କାଶୀପୁର ବ୍ଲକରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଆକ୍ସନ ମୋଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ । ଘଟଣାର ସବିଶେଷ ତଥ୍ୟ ଜାଣିବା ପାଇଁ ରିପୋର୍ଟ ମାଗିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ୭୨ ଘଣ୍ଟାରେ ରିପୋର୍ଟ ଦେବା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ରାୟଗଡା…
Read More...