ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡ଼ିଶା
ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡ଼ିଶା । ପଶ୍ଚିମରୁ ଉପକୂଳ, ସବୁଠି ସମାନ ସ୍ଥିତି । ଆସନ୍ତା ୪ ଦିନ ପର୍ୟ୍ୟନ୍ତ ହିଟୱେଭ ନେଇ ପାଣିପାଗ ବିଭାଗର ସତର୍କତା। ଆସନ୍ତାକାଲି ହିଟୱେଭ ଓ ଗୁଳୁଗୁଳି ନେଇ ଆସନ୍ତାକାଲି ୧୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି। ସକାଳ ୭ଟା ବାଜିଲେ ହିଁ…
Read More...
Read More...