ପ୍ରବଳ ବର୍ଷା ପାଇଁ ଏହି ଏହି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ
ଭୁବନେଶ୍ବର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା । ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା…
Read More...
Read More...