ରାଜ୍ୟରେ ଆସନ୍ତା ତିନି ଦିନ ପ୍ରବଳ ବର୍ଷିବ !
ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ପ୍ରବଳ ବର୍ଷା…
Read More...
Read More...