ରାଜ୍ୟରେ ପ୍ରବଳ ବର୍ଷା ନେଇ ୧୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର
ଭୁବନେଶ୍ୱର: ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠୁ ବଢିବ ବର୍ଷା । ରାଜ୍ୟରେ ପ୍ରବଳ ବର୍ଷା ପାଇଁ ୧୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖେର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି,…
Read More...
Read More...