ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ପାଣିପାଗ ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା…
Read More...
Read More...