Browsing Tag

heavyrainfall

ଜଗତସିଂହପୁରରେ ସୋମବାର ସମସ୍ତ ସ୍କୁଲ ବନ୍ଦ

ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ  ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। IMDର ଜଗତ ସିଂହପୁର ଜିଲ୍ଲାରେ ପ୍ରବଳରୁ…
Read More...

ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି  । ଆଜି ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ  ବର୍ଷା ହୋଇଛି  । ପାଣିପାଗ ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା…
Read More...

ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା !

ଭୁବନେଶ୍ବର: ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ…
Read More...

୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି,…
Read More...

ଆସନ୍ତା ୧୧ରୁ ପୁଣି ବଢିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଏବେ ଶୀତ ପ୍ରକୋପ ଟିକେ କମିଛି । ଏହାସହ ପାଗ ମଧ୍ୟ ଶୁଖିଲା ରହିଥିଲା । କିନ୍ତୁ ଆଜି ରାଜ୍ୟର କେତେକ ସ୍ଥାନରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୧୧ରୁ ଶୀତ ବଢିବ ବୋଲି ସୂଚନା ରହିଛି । ପଶ୍ଚିମା ଝଡର ପ୍ରଭାବରେ ରାଜ୍ୟରେ ଆଜିଠୁ…
Read More...