ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ର ତୃତୀୟ ମହଲାରେ କନଷ୍ଟ୍ରକସନ କାମ ଚାଲିଥିବା ବେଳେ ଆଜି ସନ୍ଧ୍ୟା ସମୟରେ ଏସି ଗ୍ୟାସ ଫିଲିଂ କରାଯାଉଥିବା ବେଳେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା…
Read More...
Read More...