ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ
ଭୁବନେଶ୍ଵର: ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ । ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ । ୨୫ ହଜାର ଟଙ୍କିଆ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ । ପୀଡ଼ିତାଙ୍କ ଘର ଅଞ୍ଚଳକୁ ନଯିବାକୁ ହାଇକୋର୍ଟଙ୍କ ସର୍ତ୍ତ ।
ସୂଚନା ଅନୁସାରେ,…
Read More...
Read More...