Browsing Tag

Hirakud dam

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌

ସମ୍ୱଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ । ଏବେ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ୍ ଜଳସ୍ତର । ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା କାରଣରୁ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ବର୍ଷା ଜଳ…
Read More...

ଉପର ମୁଣ୍ଡରେ ପ୍ରବଳ ବର୍ଷା, ପୁଣି ଖୋଲିବ ହୀରାକୁଦ ଡ୍ୟାମ୍

ସମ୍ବଲପୁର: ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ । ସେପଟେ ଗେଟ୍ ଖୋଲିବାକୁ ନେଇ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ । ମହାନଦୀ…
Read More...

କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର, ବନ୍ଦ ହେଲା ୨ ଗେଟ୍‌

ସମ୍ବଲପୁର: କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର । ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍‌ । ବର୍ତ୍ତମାନ ୧୮ଟି ଗେଟ୍‌ ଦେଇ ହୀରାକୁଦ ଡ୍ୟାମ୍‌ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ଆସନ୍ତା ୨ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ…
Read More...

ଖୋଲିଲା ହୀରାକୁଦ ଗେଟ୍, ମୋଟ୍ ୨୦ଟି ଗେଟ୍ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର: ବଢି ଚାଲିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ଜଳସ୍ତର । ଗତକାଲି ୮ଟି ଗେଟ୍ ଦେଇ ବନ୍ୟା ଜଳ ନିସ୍କାସିତ ହେଉଥିବା ବେଳେ ଆଜି ସୁଦ୍ଧା ୨୦ଟି ଗେଟ୍ ଖୋଲାଯାଇଛି । ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି…
Read More...

ଉପରମୁଣ୍ଡରେ ପ୍ରବଳ ବର୍ଷା, ପୁଣି ଖୋଲିଲା ହୀରାକୁଦର ୨ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ପୁଣି ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ ଖୋଲିଛି। ସମୁଦାୟ ୪ଟି ଗେଟ ଦେଇ ବର୍ଷା ଜଳ ନିଷ୍କାସନ ହେଉଛି। ସେଥିମଧ୍ୟରେ ବାମପାର୍ଶ୍ଵର ୩ ଓ ଦକ୍ଷିଣ ପାର୍ଶ୍ୱର ୧ଟି ମିଶି ମୋଟ୍‌ ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି । ଅପରପକ୍ଷରେ ଅଧିକ ପରିମାଣର…
Read More...

ହୀରାକୁଦ ଛାଡିଲା ବର୍ଷର ପ୍ରଥମ ବନ୍ୟାଜଳ, ତଳ ମୁଣ୍ଡରେ ସତର୍କ

ସମ୍ବଲପୁର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍ । ଆଜି (ରବିବାର) ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ସକାଳ ୧୦ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୬ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା । ତେବେ…
Read More...

ଉପର ମୁଣ୍ଡରେ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଖୋଲିବ ଗେଟ୍

ସମ୍ବଲପୁର-: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଗେଟ ଖୋଲିବା ନେଇ ସୂଚନା ଦେଲେ ହୀରାକୁଦ ମୁଖ୍ୟ ଯନ୍ତ୍ରୀ ସୁଶିଲ ବେହେରା । ୬ ତାରିଖ ସକାଳ ୧୦ ଟାରେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲାଯିବ । ହୀରାକୁଦ ତଳ…
Read More...

ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ କୁ ବନ୍ଦ କରି ଦିଆଯାଇଛି

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ସବୁ ଗେଟ୍ । ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ…
Read More...

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍

ସମ୍ବଲପୁର : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ପୁଣି ୪ ଟି ଗେଟ୍ ଖୋଲାଯାଇଥିବା କୁହାଯାଉଛି। ତେବେ ବର୍ତ୍ତମାନ ମୋଟ ୬ଟି ଗେଟ୍ ମାଧ୍ୟମରେ ଚାଲିଛି…
Read More...

ବନ୍ଦ ହେଲା ହୀରାକୁଦର ୬ଟି ଗେଟ୍ : ୧୪ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟା ଜଳ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ୬ଟି ଗେଟ୍ । ତେବେ ଉପରମୁଣ୍ଡରେ ଜଳପ୍ରବେଶ କମିବା ଫଳରେ ଗେଟ୍ ବନ୍ଦ ହୋଇଥିବା ବେଳେ ବର୍ତ୍ତମାନ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ପୂର୍ବରୁ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ସୂଚନାନୁଯାୟୀ, ହୀରାକୁଦ ଜଳଭଣ୍ଡାରର…
Read More...