ଉପର ମୁଣ୍ଡରେ ପ୍ରବଳ ବର୍ଷା, ହୀରାକୁଦର ୨୦ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ
ସମ୍ବଲପୁର: ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ଏବେ ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୦୯.୭୯ ଫୁଟ୍ ରହିଥିବା ବେଳେ ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ । ସେହିପରି ନିଷ୍କାସନ ହେଉଛି ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ ଜଳ ।…
Read More...
Read More...