ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ ଘୋଷଣା
ନୂଆଦିଲ୍ଲୀ: ଜୁଲାଇରେ ହେବାକୁ ଥିବା ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ ଘୋଷଣା କରାଯାଇଛି । ଚଳିତଥର ଅଲମ୍ପିକ ପାଇଁ ୫ ନୂଆ ଖେଳାଳି ଡେବ୍ୟୁ କରିବାକୁ ଯାଉଛନ୍ତି । ଏଥିରେ ଏକମାତ୍ର ଓଡିଆ ଖେଳାଳି ଭାବେ ଅମିତ…
Read More...
Read More...