ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ…
Read More...
Read More...