ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଅହମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ଅସୁସ୍ଥ । ୧୦୦ ବର୍ଷୀୟ ମାଆ ହୀରାବେନ୍ ଆଜି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି | ଅହମ୍ମଦାବାଦର UN ମେହତା ହସ୍ପିଟାଲରେ ତାଙ୍କୁ ଆଡମିଟ୍ କରାଯାଇଛି । ଗତ ଜୁନ ମାସରେ ୧୦୦ରେ ବର୍ଷ ଜନ୍ମ ଦିନ ପାଳିଥିଲେ ହୀରା ବେନ। ତେବେ ଗତକାଲି…
Read More...
Read More...