ଜଙ୍ଗଲରେ ନିଆଁ ଲଗାଇ ଜନ୍ତୁ ଶିକାର କରିବା ଘଟଣା, ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦେବଗଡ଼: ଦେବଗଡ଼ ବନଖଣ୍ଡ ଅନ୍ତର୍ଗତ ଝାଡ଼େଶ୍ୱର ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇ ବନ୍ୟଜନ୍ତୁ ଶିକାର କରୁଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ପୁଲିସ । ଶିକାର ପାଇଁ ବ୍ୟବହୃତ ହୋଇଥିବା ଦେଶୀ ବନ୍ଧୁକ, ଗୁଳି ଓ ମାରଣାସ୍ତ୍ର ସହ ୨ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଦେବଗଡ଼…
Read More...
Read More...