Browsing Tag

Imran khya

ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କୁ ରାୱଲପିଣ୍ଡିର ଜେଲକୁ ସ୍ଥାନାନ୍ତର

ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଙ୍କୁ ଅଟକ୍ ଜେଲରୁ ରାୱଲପିଣ୍ଡିର ଆଡିଆଲା ଜେଲକୁ ସ୍ଥାନାନ୍ତର କରିବାକୁ ଇସଲାମାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଇସଲାମାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଅମିର ଫାରୁକ୍ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଜେଲରେ ସବୁ ସୁବିଧା…
Read More...