କୃଷି ବଜେଟରେ ରାଜ୍ୟ ସରକାର କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୯ କୋଟିର ବ୍ୟୟବରାଦ
ଭୁବନେଶ୍ୱର : ଭୁବନେଶ୍ୱର : ଚଳିତ ଆର୍ଥିକ ବର୍ଷରେ କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ କରାଯାଇଛି। ୨୦୨୩-୨୪ର ଏହି ବଜେଟ ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ । କୃଷି ବଜେଟରେ ରାଜ୍ୟ ସରକାର କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୯ କୋଟିର ବ୍ୟୟବରାଦ କରିଛନ୍ତି । ୨୦୧୮-୧୯ରୁ…
Read More...
Read More...