ଏସିଆ କପ ଟାଇଟଲ ଜିତିଲା ଭାରତ, ମାତ୍ର ଗ୍ରହଣ କଲାନି ଟ୍ରଫି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ: ନବମ ଏସିଆ କପ ଟାଇଟଲ ଜିତିଲା ଭାରତ । ଏସିଆ ଦଖଲ କରିଛି ଭାରତୀୟ କ୍ରିକେଟ୍ ଦଳ। ପାରମ୍ପାରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍ ବିଜୟ ସହ ଭାରତ ନବମ ଥର ପାଇଁ ଏସିଆ କପ୍ ମୁକୁଟ ଜିତିଛି। ଦଶହରା ଓ ଦୀପାବଳି ପୂର୍ବରୁ ଭାରତୀୟ କ୍ରିକେଟ୍ପ୍ରେମୀଙ୍କୁ…
Read More...
Read More...