ସିରିଜ୍ ଜିତିଲା ଭାରତ, ତୃତୀୟ ଟି-୨୦ ରେ ନ୍ୟୁଜିଲ୍ୟାଣ୍ଡକୁ ୮ ୱିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ତୃତୀୟ ଟି-୨୦ ରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ୮ ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଉଭୟେ ବିସ୍ଫୋରକ ପାଳି ଖେଳି ଅର୍ଦ୍ଧଶତକ ହାସଲ କରିଛନ୍ତି। ଅଭିଷେକ ଶର୍ମା ମାତ୍ର ୨୦ ବଲରେ ୭ ଚୌକା ଏବଂ ୫ ଛକା ସହାୟତାରେ ୬୮* ରନ କରିଥିବା…
Read More...
Read More...