ସାରା ଓଡ଼ିଶାରେ କାଳବୈଶାଖୀ ସତର୍କତା, ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
State News: ସାରା ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ India Meteorological Departmentର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି। ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ଝଡ଼ ପବନ ହେବାର ସମ୍ଭାବନା ରହିଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ୧୩ଟି ଜିଲ୍ଲାକୁ…
Read More...
Read More...