ଏସୀୟ କ୍ରୀଡ଼ା ପାଇଁ ଘୋଷଣା ହେଲା ଭାରତୀୟ ବକ୍ସିଂ ଦଳ
ନୂଆଦିଲ୍ଲୀ: ଚୀନର ହାଙ୍ଗଝୌରେ ସେପ୍ଟେମ୍ବର ୨୩ ରୁ ଅକ୍ଟୋବର ୮ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ବକ୍ସିଂ ଦଳର ଘୋଷଣା କରାଯାଇଛି। ଏହି ଦଳରେ ୬ ଥର ଏସୀୟ ଚାମ୍ପିଅନସିପ୍ ପଦକ ବିଜେତା ଶିବ ଥାପା, ଟୋକିଓ ଅଲିମ୍ପିକ୍ସ କାଂସ୍ୟ ପଦକ ବିଜୟିନୀ ଲଭଲିନା…
Read More...
Read More...