ଦେଶର ପ୍ରଥମ ମହିଳା ଭାବେ ସମ୍ମାନଜନକ IUPAC ୨୦୨୩ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଆ ବୈଜ୍ଞାନିକ
ଭୁବନେଶ୍ୱର : ଦେଶର ପ୍ରଥମ ମହିଳା ଭାବେ ସମ୍ମାନଜନକ IUPAC ୨୦୨୩ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି | ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଟ୍ୱିଟ ମାଧ୍ୟମରେ ସେ କହିଛନ୍ତି ଯେ, ରସାୟନ ବିଜ୍ଞାନ…
Read More...
Read More...