ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…
Read More...
Read More...