Browsing Tag

jagannath temple

ଶ୍ରୀମନ୍ଦିର ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ଭୁଲ୍ ମାଗିଲେ ଶୁଭଙ୍କର ମିଶ୍ରା

ରିପୋଟର୍ସ ଟୁଡେ ବ୍ୟୁରୋ: ଶ୍ରୀମନ୍ଦିର ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ଭୁଲ୍ ମାଗିଲେ ଶୁଭଙ୍କର ମିଶ୍ରା । ବିବାଦ ଓ ବିରୋଧ ତେଜିବା ପରେ ଶେଷରେ ଭୁଲ୍ ମାଗିଲେ ଶୁଭଙ୍କର । ବିବାଦୀୟ ମନ୍ତବ୍ୟ ପାଇଁ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ କ୍ଷମାପ୍ରାର୍ଥନା କଲେ । ନିଜ ୟୁଟ୍ୟୁବ୍ ଚ୍ୟାନେଲରୁ ବିବାଦୀୟ…
Read More...

ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଲେ ପୁରୀ ଜିଲ୍ଲାପାଳ

ପୁରୀ: ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ କେତେ ସତ୍ୟତା ଅଛି କମିଟି ତର୍ଜମା କରିବ । ଗୁଜବ ପ୍ରଚାର କିମ୍ବା ଭୁଲ୍ ତଥ୍ୟ ପ୍ରଚାର ନ କରନ୍ତୁ ବୋଲି…
Read More...

ଖୋଲିବ ଗୁଣ୍ଡିଚା ମନ୍ଦିର, ସକାଳ ୬ରୁ ସଂଧ୍ୟା ୫ଟା ଯାଏଁ ଚାଲିବ ଦର୍ଶନ, ଜଣଙ୍କ ପିଛା ୧୦ ଟଙ୍କା ଟିକେଟ୍

ପୁରୀ: ଡିସେମ୍ବର ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର । ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ ଟିକେଟ୍ ଦର୍ଶନ ବ୍ୟବସ୍ଥା । ଜଣେ ଭକ୍ତଙ୍କ ପିଛା ଟିକେଟ୍‌ ମୂଲ୍ୟ ୧୦ ଟଙ୍କା ରହିବ । ୫ ବର୍ଷରୁ କମ୍, ୮୦ ବର୍ଷରୁ ଅଧିକ ଓ ଦିବ୍ୟାଙ୍ଗଙ୍କ ପାଇଁ ଦେୟମୁକ୍ତ ଦର୍ଶନ । ପ୍ରତିଦିନ ସକାଳ…
Read More...

ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି:

ପୁରୀ: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି । ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ । ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି ।…
Read More...

ଆସନ୍ତାକାଲି ମହାପ୍ରଭୁଙ୍କ ପଇତାଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅପରାହ୍‌ଣରେ ହେବ ‌ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ…
Read More...

ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି

ଭୁବନେଶ୍ଵର: ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରସ୍ତାବ ଦିଆଯାଇଥିବା ନେଇ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନି ।…
Read More...

ସେବାୟତ ପିଲାଙ୍କ ପାଇଁ ହେବ ଆଦର୍ଶ ଗୁରୁକୁଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତନିବାସରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନେକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଡ ଗିରିଶ ଚନ୍ଦ୍ର ମୁର୍ମୁ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି…
Read More...

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ଏହି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସକ । ଏହି RED ZONE ଅବଧି ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ଲାଗୁ ହୋଇଛି । ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ରହିଛି ଏହି ବୈଧତା…
Read More...

ପୁରୀ ବୃନ୍ଦାବତୀ ନିବାସରେ କାର୍ତ୍ତିକ ହବିଷିଆଳି ଶିବିର ଉଦ୍‌ଘାଟିତ

ପୁରୀ: ପୁରୀ ବୃନ୍ଦାବତୀ ନିବାସରେ କାର୍ତ୍ତିକ ହବିଷିଆଳି ଶିବିର ଉଦ୍‌ଘାଟିତ । ହବିଷିଆଳି ଶିବିର ଉଦ୍‌ଘାଟନ କଲେ ଆଇନ୍ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀ । ଉଦ୍‌ଘାଟନ ପରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ଏଥର ବଜେଟ୍ ୩ କୋଟି ୩୦ ଲକ୍ଷକୁ ବୃଦ୍ଧି କରାଯାଇଛି । ମା…
Read More...

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ, ରତ୍ନଭଣ୍ଡାରରେ ପଡ଼ିଲା ଦୁଇଟି ଚାବି

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର କାର୍ଯ୍ୟ । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ । ୬ଟି ଆଲମିରା ଓ ୬ଟି ପ୍ୟାକେଟ୍‌ରେ ବନ୍ଦ ଅବସ୍ଥାରେ…
Read More...