Browsing Tag

jagannath temple

ନବବର୍ଷରେ ଶ୍ରୀମନ୍ଦିର ଖୋଲାକୁ ନେଇ ଆରମ୍ଭ ହୋଇଛି ନୂଆ ବିବାଦ

ନବବର୍ଷରେ ଶ୍ରୀମନ୍ଦିର ଖୋଲାକୁ ନେଇ ଆରମ୍ଭ ହୋଇଛି ନୂଆ ବିବାଦ । ପ୍ରତ୍ୟେକ ବର୍ଷ ନୂଆବର୍ଷ ପୂର୍ବ ରାତିରେ ଶୀଘ୍ର ଦ୍ୱାରଫିଟା ହୋଇ ରାତି ତମାମ୍ ଦର୍ଶନ ଚାଲୁଥିବା ବେଳେ ଚଳିତ ଡିସେମ୍ବର ୩୧ ରାତିରେ ଏହି ବ୍ୟବସ୍ଥାରେ ପରିବର୍ତ୍ତନ ଆସିବ କି ସେନେଇ ପ୍ରଶ୍ନ ଉଠିଛି । ଜାନୁୟାରୀ ୧ ଆମ ପାଇଁ…
Read More...

ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ବଡ଼ ପ୍ରଶ୍ନବାଚୀ, ଭାଇରାଲ୍‌ ହେଲା ଶ୍ରୀମନ୍ଦିର ଭିତର ଫଟୋ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ବଡ଼ ପ୍ରଶ୍ନବାଚୀ । ଭାଇରାଲ୍‌ ହେଲା ଶ୍ରୀମନ୍ଦିର ଭିତର ଫଟୋ । ସୋସିଆଲ ମିଡିଆରେ ଆଶୀର୍ବାଦ945 ଆଇଡିରୁ ଫଟୋ ହୋଇଛି ଭାଇରାଲ୍‌ । ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ହୋଇଛି ଭାଇରାଲ୍‌ । ଶ୍ରୀମନ୍ଦିର ଭିତର ଫଟୋ ସହ ବାହାରେ ନିଜ ଫଟୋ…
Read More...

ମେଘନାଦ ପାଚେରୀରୁ ଝରୁଛି ପାଣି, ଯୋଡ଼େଇରେ ଫାଟ ହୋଇ ବୋହୁଛି ଆନନ୍ଦ ବଜାର ମଇଳା ପାଣି

ଭୁବନେଶ୍ଵର: ପୁଣି ବିପଦରେ ଶ୍ରୀମନ୍ଦିର ମେଘନାଦ ପାଚେରୀ । ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରୀରେ ଶିଉଳି ଲାଗି ପାଣି ଝରୁଛି । ଯାହାକୁ ନେଇ ନେଇ ଉଦବେଗ ପ୍ରକାଶ କରିଛନ୍ତି ଜଗନ୍ନାଥ ପ୍ରେମୀ ଓ ସାଧୁସନ୍ଥ। ତେବେ ଗତବର୍ଷ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା ମେଘନାଦ…
Read More...

୧୬ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପହିଲି ଭୋଗ ନୀତି: ଛତିଶା ନିଯୋଗ

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପହିଲି ଭୋଗ ନୀତି। ଧନୁ ସଂକ୍ରାନ୍ତିରୁ ଆରମ୍ଭ ହେବାର ବିଧି ରହିଛି। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶୀତର ପ୍ରକୋପ ସହି ନପାରି ଧନୁ ସଂକ୍ରାନ୍ତି ପୂର୍ବଦିନରୁ ମହାଲକ୍ଷ୍ମୀ ବାପଘର ଚାଲିଯାଇଥାଆନ୍ତି। ଏଣୁ ମହାପ୍ରଭୁ ମାଆ…
Read More...

ଶ୍ରୀମନ୍ଦିର ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ଭୁଲ୍ ମାଗିଲେ ଶୁଭଙ୍କର ମିଶ୍ରା

ରିପୋଟର୍ସ ଟୁଡେ ବ୍ୟୁରୋ: ଶ୍ରୀମନ୍ଦିର ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ଭୁଲ୍ ମାଗିଲେ ଶୁଭଙ୍କର ମିଶ୍ରା । ବିବାଦ ଓ ବିରୋଧ ତେଜିବା ପରେ ଶେଷରେ ଭୁଲ୍ ମାଗିଲେ ଶୁଭଙ୍କର । ବିବାଦୀୟ ମନ୍ତବ୍ୟ ପାଇଁ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ କ୍ଷମାପ୍ରାର୍ଥନା କଲେ । ନିଜ ୟୁଟ୍ୟୁବ୍ ଚ୍ୟାନେଲରୁ ବିବାଦୀୟ…
Read More...

ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଲେ ପୁରୀ ଜିଲ୍ଲାପାଳ

ପୁରୀ: ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ କେତେ ସତ୍ୟତା ଅଛି କମିଟି ତର୍ଜମା କରିବ । ଗୁଜବ ପ୍ରଚାର କିମ୍ବା ଭୁଲ୍ ତଥ୍ୟ ପ୍ରଚାର ନ କରନ୍ତୁ ବୋଲି…
Read More...

ଖୋଲିବ ଗୁଣ୍ଡିଚା ମନ୍ଦିର, ସକାଳ ୬ରୁ ସଂଧ୍ୟା ୫ଟା ଯାଏଁ ଚାଲିବ ଦର୍ଶନ, ଜଣଙ୍କ ପିଛା ୧୦ ଟଙ୍କା ଟିକେଟ୍

ପୁରୀ: ଡିସେମ୍ବର ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର । ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ ଟିକେଟ୍ ଦର୍ଶନ ବ୍ୟବସ୍ଥା । ଜଣେ ଭକ୍ତଙ୍କ ପିଛା ଟିକେଟ୍‌ ମୂଲ୍ୟ ୧୦ ଟଙ୍କା ରହିବ । ୫ ବର୍ଷରୁ କମ୍, ୮୦ ବର୍ଷରୁ ଅଧିକ ଓ ଦିବ୍ୟାଙ୍ଗଙ୍କ ପାଇଁ ଦେୟମୁକ୍ତ ଦର୍ଶନ । ପ୍ରତିଦିନ ସକାଳ…
Read More...

ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି:

ପୁରୀ: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି । ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ । ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି ।…
Read More...

ଆସନ୍ତାକାଲି ମହାପ୍ରଭୁଙ୍କ ପଇତାଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅପରାହ୍‌ଣରେ ହେବ ‌ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ…
Read More...

ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି

ଭୁବନେଶ୍ଵର: ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରସ୍ତାବ ଦିଆଯାଇଥିବା ନେଇ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନି ।…
Read More...