Browsing Tag

jagannath temple

ଖୁବଶୀଘ୍ର ଶ୍ରୀମନ୍ଦିରରେ ହେବ ଧାଡି ଦର୍ଶନ ବ୍ୟବସ୍ଥା: ଶ୍ରୀ ପାଢୀ

ପୁରୀ: ଶ୍ରୀମନ୍ଦିର ନୂଆ ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା ସହିତ କିଛି ବଡ଼ ନିଷ୍ପତ୍ତି ମଧ୍ୟ ନିଆଯାଇଛି । ମିଳିଥିବା ସୂଚନା ମୁତାବକ, ନୂଆକରି ୧୪ଟି ସବକମିଟି ଗଠନ କରାଯାଇଛି । ପ୍ରଥମଥର ପାଇଁ ଶ୍ରୀମନ୍ଦିର ସୁରକ୍ଷା ନେଇ ନୂତନ…
Read More...

ସୁନିଆଁ ଏବଂ ବାମନ ଜନ୍ମ, ୫ ଘଣ୍ଟା ସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତା କାଲି ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ରହିଥିବାରୁ ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ସୂଚନା ଦେଇଛି…
Read More...

ଚନ୍ଦ୍ରଗ୍ରହଣ: ଛତିଶା ନିଯୋଗ ବୈଠକରେ ହେଲା ନୀତି ନିର୍ଘଣ୍ଟ

ପୁରୀ: ୭ ତାରିଖ ରବିବାର ଚନ୍ଦ୍ରଗ୍ରହଣ ନେଇ ନୀତି ନିର୍ଘଣ୍ଟ । ଛତିଶା ନିଯୋଗ ବୈଠକରେ ହେଲା ନୀତି ନିର୍ଘଣ୍ଟ । ରବିବାର ଦିନ ୧୨ଟା ୫୭ରୁ ପାକ ତ୍ୟାଗ, ଦେବ ନୀତି ନିଷେଧ । ଗ୍ରହଣ ସ୍ପର୍ଶ ରାତି ୯ଟା ୫୭, ସର୍ବମୋକ୍ଷ ରାତି ୧ଟା ୨୭ । ସର୍ବମୋକ୍ଷ ପରେ ରାତି ୨ଟାରେ ଦ୍ବାରଫିଟା ନୀତି…
Read More...

ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ । ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ । ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।…
Read More...

ଇଣ୍ଡିଆ ଥ୍ରିଲସ ୱେବସାଇଟ୍‌ ନାଁରେ ସାଇବର ଥାନାରେ ଫେରାଦ ହେଲା ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ

ପୁରୀ: ଇଣ୍ଡିଆ ଥ୍ରିଲସ ୱେବସାଇଟ୍‌ ନାଁରେ ସାଇବର ଥାନାରେ ଫେରାଦ । ପୁରୀ ସାଇବର ଥାନାରେ ଫେରାଦ ହେଲେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ୱେବସାଇଟ୍‌ ଜରିଆରେ ଲୋକଙ୍କୁ ଭକ୍ତଙ୍କୁ ଭ୍ରମିତ କରାଯାଉଥିବା ନେଇ ଅଭିଯୋଗ କରିଛି ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ମହାପ୍ରଭୁଙ୍କ ଦର୍ଶନ ପୂରା…
Read More...

ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁଙ୍କ ତିନିରଥର ଚକ

ପୁରୀ: ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁଙ୍କ ତିନିରଥର ଗୋଟିଏ ଲେଖାଏଁ ଚକ । ସଂସଦରେ ତିନି ଠାକୁରଙ୍କ ରଥର ଚକ ରଖିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପ୍ରସ୍ତାବ ଦେଇଥିଲା। ଆଉ ଓଡ଼ିଶା ଗସ୍ତରେ ଆସିଥିବା ଲୋକସଭା ବାଚସ୍ପତି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ସନ କରିବା ସମୟରେ ଏହି…
Read More...

ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବୈଠକରେ ଧାଡ଼ି ଦର୍ଶନ ଆବଶ୍ୟକତା ନେଇ ବିସ୍ତୃତ ଭାବେ ଆଲୋଚନା ହେବ । ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା…
Read More...

ଶ୍ରୀମନ୍ଦିର ଉପରକୁ ଜଣେ ବ୍ୟକ୍ତିଙ୍କ ଚଢ଼ିବା ଉଦ୍ୟମ ପରେ ଅନୁଧ୍ୟାନ

ପୁରୀ: ଶ୍ରୀମନ୍ଦିର ଉପରକୁ ଜଣେ ବ୍ୟକ୍ତିଙ୍କ ଚଢ଼ିବା ଉଦ୍ୟମ ପରେ ଅନୁଧ୍ୟାନ । ମନ୍ଦିର ଚତୁଃପାର୍ଶ୍ବ ବୁଲି ବୁଲି ଅନୁଧ୍ୟାନ କଲେ ମୁଖ୍ୟ ପ୍ରଶାସକ ଓ ଏସ୍‌ପି । ଅନୁଧ୍ୟାନ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ପ୍ରତିକ୍ରିୟା । ଶ୍ରୀମନ୍ଦିରର କେଉଁ କେଉଁ ସ୍ଥାନରେ ଚଢ଼ିବା…
Read More...

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଧାଡ଼ି ଦର୍ଶନ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ଏହାଦ୍ବାରା ଭିଡ଼ ନିୟନ୍ତ୍ରଣ ହୋଇପାରିବ ଏବଂ ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ । ୩/୪ ଦିନ…
Read More...

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ

ପୁରୀ: ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥି  । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ଅନୁଷ୍ଠିତ ହେବ  । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣିଘର ଭୋଗ ପରେ ରାମକୃଷ୍ଣ ଓ ମଦନମୋହନ ସିଂହାସନକୁ ବିଜେ କରିବେ । ପୂଜାପଣ୍ଡା ସେବକ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗଲାଗି ଆଜ୍ଞାମାଳ ପ୍ରଦାନ କରିବେ…
Read More...