ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ
ପୁରୀ: ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣିଘର ଭୋଗ ପରେ ରାମକୃଷ୍ଣ ଓ ମଦନମୋହନ ସିଂହାସନକୁ ବିଜେ କରିବେ । ପୂଜାପଣ୍ଡା ସେବକ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗଲାଗି ଆଜ୍ଞାମାଳ ପ୍ରଦାନ କରିବେ…
Read More...
Read More...