ବ୍ଲକସ୍ତରୀୟ କ୍ରିଡା ପ୍ରତିଯୋଗିତା ଅନୁଷ୍ଠିତ
ଜଗତସିଂହପୁର : ଏରସମା ବ୍ଲକର ସମସ୍ତ ୨୫ଟି ପଞ୍ଚାୟତରେ ଥିବା ହାଇସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବ୍ଲକସ୍ତରୀୟ କ୍ରିଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଭଲିବଲ,ଖୋଖୋ ଓ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ପ୍ରଥମ ପର୍ୟ୍ୟାୟରେ ଦୁଇଟି ଗୃପରେ ବିଭକ୍ତ ପ୍ରତି ପଞ୍ଚାୟତକୁ ନେଇ…
Read More...
Read More...