ବାଲେଶ୍ୱରରେ ପୁଣି ଲଜ୍ୟା: ଜଳେଶ୍ୱରରେ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର: ଓଡ଼ିଶାର ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଜଳେଶ୍ୱର ଅଞ୍ଚଳରେ ଏକ ଅତ୍ୟନ୍ତ ଲୋମହର୍ଷଣକାରୀ ଓ ପାଶବିକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଯାହା ସ୍ଥାନୀୟ ଅଞ୍ଚଳରେ ଗଭୀର ଆତଙ୍କ ଓ ବ୍ୟାପକ ଜନଅସନ୍ତୋଷ…
Read More...
Read More...