Browsing Tag

jay shah

ରୋହିତ ଶର୍ମାଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଦୁଇଥର ଟି୨୦ ବିଶ୍ବକପ ବିଜେତା ରୋହିତ ଶର୍ମାଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ । ରୋହିତ ଶର୍ମାଙ୍କୁ ୨୦୨୬ ଟି-୨୦ ବିଶ୍ୱକପ୍ ପାଇଁ ବ୍ରାଣ୍ଡ ଆମ୍ବାସାଡର ଭାବରେ ଘୋଷଣା କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ । ଜୟ ଶାହ କହିଛନ୍ତି…
Read More...