Browsing Tag

Jgatsingpur

ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ

ଜଗତସିଂହପୁର:- ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ । କଟକରୁ ଅଭିଯୁକ୍ତକୁ ଗିରଫ କରିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ । ଏବେ ବି ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ତାକୁ ଗିରଫ ପାଇଁ ଚଢ଼ଉ ଜାରିରହିଛି । ମାମଲାର ତଦନ୍ତ ପାଇଁ ଏସ୍‌ପିଙ୍କ ନେତୃତ୍ୱ ଗଠନ…
Read More...